19th July 2025
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ
ଓମ୍ଫେଡ୍ ୨୨ଟି ନୂତନ ଟ୍ୟାଙ୍କର, ଗୁଣ୍ଡଦୁଗ୍ଧ ପ୍ୟାକିଂ ମେସିନ ଓ ଅରିଲୋଠାରେ ନବନିର୍ମିତ ଷ୍ଟାପ କ୍ୱାର୍ଟରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଉଦଘାଟିତ ହୋଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହ ମାନ୍ୟବର ମତ୍ସ୍ୟ ଓ ପ୍ରାଣି ସଂପଦ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମାନ୍ୟବର କଟକ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ, ଓମ୍ଫେଡ୍ ସଭାପତି ଶ୍ରୀ କିଶୋରଚନ୍ଦ୍ର ପ୍ରଧାନୀ, ଓମ୍ଫେଡ୍ ପରିଚାଳନା ନିର୍ଦେଶକ ଶ୍ରୀ ବିଜୟ ଅମୃତା କୁଲାଙ୍ଗେଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।